ଭୁବନେଶ୍ୱର, ଏଣିକି ସବୁ ଜରୁରୀ ସହାୟତା ପାଇଁ ଗୋଟିଏ ନମ୍ବର ଡାଏଲ୍ କରିବାକୁ ପଡ଼ିବ । ପୋଲିସ ବିଭାଗର ପ୍ରତ୍ୟେକ ଜରୁରୀକାଳୀନ ସେବା ପାଇଁ ଗୋଟିଏ ନମ୍ବର ୧୧୨କୁ କାର୍ଯ୍ୟକାରୀ କରାଯାଇଛି । ଏନେଇ ଏକ ପ୍ରେସ ବିଜ୍ଞପ୍ତିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି । ସୂଚନାଯୋଗ୍ୟ, ପୂର୍ବରୁ ଭିନ୍ନ ଭିନ୍ନ ସେବା ପାଇଁ ଭିନ୍ନ ଭିନ୍ନ ନମ୍ବର ଡାଏଲ କରିବାକୁ ପଡ଼ୁଥିଲା। ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଥିବା ବେଳେ ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିୟମକୁ କାର୍ଯ୍ୟକାରୀ କରିଛନ୍ତି ।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ