୧୭୧ ଖଣ୍ଡ ହୀରା ଜବତ, ବ୍ୟବସାୟୀ ଗିରଫ

ହୀରା ଚୋରା ଚାଲାଣ ଅଭିଯୋଗରେ ଛତିଶଗଡ଼ ଗରିଆବନ୍ଧ ପୋଲିସ୍ ଓଡ଼ିଶାର ନୂଆପଡା ଜିଲ୍ଲା ସିନାପାଲି ଅଞ୍ଚଳର ଜଣେ ହୀରା ବ୍ୟବସାୟୀଙ୍କୁ ଗିରଫ କରିଛି। ତାଙ୍କ ନାଁ ନୂତନ ପଟେଲ। ନୂତନଙ୍କ ନିକଟରୁ ୧୭୧ ଖଣ୍ଡ ହୀରା ଜବତ କରିଛି ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବବୋଲି ପୋଲିସ୍‌ ସୂଚନା ଦେଇଛି ।

Leave A Reply

Your email address will not be published.