କଟକ, ଚଳିତ ବର୍ଷ କଟକରେ ପ୍ରସିଦ୍ଧ ବାଲିଯାତ୍ରା ହେବ ନାହିଁ। କୋଭିଡ୍ ସମୟରେ ଏଭଳି ବିରାଟ ଆୟୋଜନ ଅସମ୍ଭବ ବୋଲି ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି ସୂଚନା ଦେଇ ଏକଥା କହିଛନ୍ତି । ଏଥିସହ କାର୍ତ୍ତିକ ପୂର୍ଣ୍ଣିମାରେ ସାମୂହିକ ବୋଇତ ବନ୍ଦାଣ ଉତ୍ସବକୁ ମଧ୍ୟ ଅନୁମତି ଦିଆଯାଇ ନାହିଁ । ଧବଳେଶ୍ୱରରେ ବି ବଡଓଷା ଉତ୍ସବ ପାଳନକୁ ଅନୁମତି ନାହିଁ । ବଡ ଓଷା ନୀତି ପାଳନ ହେବ, କିନ୍ତୁ ଲୋକଙ୍କୁ ମନ୍ଦିର ଯିବାକୁ ମନା ହୋଇଛି ।’ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛି ପ୍ରଶାସନ ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା