ଭୁବନେଶ୍ୱର (ଏ ଏନ୍ ଏସ)୦୮/୦୭, ଖ୍ୟାତନାମା ଟେଲିଭିଜନ ଉପସ୍ଥାପିକା ତଥା ଦୂରଦର୍ଶନର ପ୍ରଥମ ମହିଳା ଇଂରାଜୀ ନ୍ୟୁଜ୍ ଉପସ୍ଥାପିକା ଗୀତାଞ୍ଜଳି ଆୟାରଙ୍କର ବୁଧବାର ଦିନ ପରଲୋକ ଘଟିଛି। ଟିଭି ସାମ୍ବାଦିକତା କ୍ଷେତ୍ରରେ ଗୀତାଞ୍ଜଳି ଏକ ନୂଆ କୀର୍ତ୍ତିମାନ ସ୍ଥାପନ କରିଥିଲେ। ସେ ତାଙ୍କର ୩ ଦଶନ୍ଧିର କାର୍ୟ୍ୟକାଳରେ ୪ ଥର ଶ୍ରେଷ୍ଠ ଖବର ଉପସ୍ଥାପିକା ପୁରସ୍କାର ହାସଲ କରିଥିଲେ। ତାଙ୍କର ବିୟୋଗରେ ସାମ୍ବାଦିକତା ଜଗତରେ ଗଭୀର ଶୋକ ପ୍ରକାଶ ପାଇଛି।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍