ପାରାଦ୍ୱୀପରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରାଦ୍ୱୀପ ସବଷ୍ଟେସନଠାରେ ଏକ ଆଇରନ ବୋଝେଇ ଟ୍ରକ(ଙଜ୦୪ୠ୮୦୮୩)ର ମାଲିକ ଉକ୍ତ ଟ୍ରକରେ କାମ କରୁଥିବା ହେଲପର୍ଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି । ଖାଲି ସେତିକି ନୁହେଁ, ହେଲପର୍ଙ୍କୁ ହତ୍ୟା କରି, ତାଙ୍କ ମୃତ ଶରୀରକୁ ଘର ପାଖରେ ପିଙ୍ଗି ଦେଇ ଫେରାର ହେଉଥିବାବେଳେ, ମୃତକଙ୍କ ଭାଇ ଡ୍ରାଇଭରକୁ ଅଟକାଇଥିଲେ । ପରେ ଥାନାରେ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ