କେନ୍ଦ୍ରାପଡା, କେନ୍ଦ୍ରାପଡା ଜିଲ୍ଲା ପାଟକୁରା ଥାନା ମଧୁଶାସନ ପଞ୍ଚାୟତର ଚାଟରା ଗାଁ ନିକଟ ଚିତ୍ରୋତ୍ପଳା ନଦୀରେ ଗାଧୋଇବା ସମୟରେ ନଦୀରେ ଭାସିଯାଇ ୨ ଯୁବକ ନିଖୋଜ। ଦୁଇଜଣ ସାଙ୍ଗ ହୋଇ ଗାଧୋଇବାକୁ ଯାଇଥିଲେ। ନିଖୋଜ ଯୁବକ ହେଲେ ପାଟକୁରା ଥାନା ଚାଟରା ଗ୍ରାମର ଏସ୍ କେ ସବୁଲ୍ ଅଲି ଓ ମହାରାଷ୍ଟ୍ର ଅଞ୍ଚଳର ଅଭିଶେକ୍।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ