ଭୁବନେଶ୍ୱର, ଆଜି ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହୋଇଛି ନକଲି ଘିଅ ଫ୍ୟାକ୍ଟ୍ରି । କଟକ ପରେ ଏବେ ନଜରରେ ରାଜଧାନୀ ଭୁବନେଶ୍ୱର । ସୁନ୍ଦରପଦାର କୈବଲ୍ୟ ନଗରରେ ଏହି କାରଖାନା ଠାବ ହୋଇଥିବା ସୂଚନା ମିଳିଛି । ଏୟାରପୋର୍ଟ ଥାନା ପୋଲିସ ଓ କ୍ୟୁଏଟିର ମିଳିତ ଚଢ଼ାଉରେ ଏହା ସମ୍ଭବ ହୋଇପାରିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ