ଭୁବନେଶ୍ୱର-୨୭.୦୪.୨୦୨୧, ରାଜ୍ୟରେ ଦ୍ରୁତ ଗତିରେ ସଂକ୍ରମଣ ବଢ଼ିବାରେ ଲାଗିଛି । ଏଭଳି ଗମ୍ଭୀର ପରସ୍ଥିତିରେ ରାଜ୍ୟରେ ଔଷଧର ଅଭାବ ଦେଖାଦେଇଛିି । କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବ୍ୟବହୃତ ହେଉଥିବା ରେମେଡେସିଭର ଔଷଧ ଅଭାବ ପରିଲକ୍ଷିତ ହେଉଛି । ଆବଶ୍ୟକତା ଅନୁସାରେ ମେଡିସିନ କମ ମିଳୁଛି । ଏନେଇ ଆଜି ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ ଦିନକୁ ଦିନ ସଂକ୍ରମଣରେ ବୃଦ୍ଧି ହେଉଥିବାବେଳେ ପ୍ରତିଦିନ ୬ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ଏପରି ସ୍ଥଳେ ପ୍ରତିଦିନ ରାଜ୍ୟରେ ୨ ହଜାର ରେମେଡେସିଭର ଇଞ୍ଜେକସନ୍ ଆବଶ୍ୟକ ପଡୁଛି । କିନ୍ତୁ ଗତକାଲି କେବଳ ୯୨ଟି ରେମେଡେସିଭର ଆସିଛି । ଯାହାକୁ ବିଭିନ୍ନ ଘରୋଇ ହସ୍ପିଟାଲକୁ ପଠାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର୍ ରେମେଡେସିଭର ଘରୋଇ ହସ୍ପିଟାଲକୁ ଯୋଗାଉଛି ଏବଂ ସରକାରୀ ହସ୍ପିଟାଲକୁ ଔଷଧ ନିଗମ ଯୋଗାଉଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST