ଆସିକା-ଗଞ୍ଜାମ ଜିଲ୍ଲା ହଞ୍ଜିଳିିକାଟୁ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ବିଲରେ ଛିଣ୍ଡି ପଡିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସ୍ୱାମୀସ୍ତ୍ରୀ ଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ, ଆଜି ଭୋର ସମୟରେ ଉଭୟେ ଫୁଲ କୋବି ତୋଳିବା ପାଇଁ ବିଲକୁ ଯାଇଥିଲେ । ଏହି ସମୟରେ ବିଲରେ ଛିଣ୍ଡି ପଡିଥିବା ବିଦ୍ୟୁତ ତାର କୁ କୁଦି ଉଭୟ ପ୍ରାଣ ହରାଇଛନ୍ତି । ମୃତ ଦମ୍ପତି ହେଲେ ପୁରୁଣା ବୁରୁପଡା ଗାଁର ହୀନ ସାମଲ (୬୫) ଏବଂ ବିଷ୍ଣୁ ସାମଲ (୫୫) । ଖବର ପାଇ ପୁଅ ଗୌଡ ତାଙ୍କୁ ହିଞ୍ଜିଳି ଚିକିତ୍ସାଳୟକୁ ନେଇଥିଲେ । ଡାକ୍ତର ପରୀକ୍ଷା କରିବା ପରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା