ବରଗଡ -୨୧.୦୪.୨୦୨୧, ରାଜ୍ୟର କିଛି ଜିଲ୍ଲାରେ ଦେଖାଦେଇଛି ହାତୀ ଆତଙ୍କ । ବରଗଡ଼ ଗାଇସଲେଟ ବ୍ଲକ ଉମରାଡ଼ ଗାଁରେ ହାତୀ ଆକ୍ରମଣରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ଆଜି ସକାଳ ସମୟରେ ଶୌଚ କରି ଯିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ ଏହି ୩ଜଣ ବ୍ୟକ୍ତି । ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ହିଁ ୩ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ମୃତକମାନେ ହେଲେ -ଗ୍ରାମର ମାଲ ସେଠ, ବିରଞ୍ଚି କୁମ୍ଭାର ଓ ନାଲପାଲି ଗାଁର ଜଣେ ଯୁବକ । ଏନେଇ ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା ।
ସେହିପରି ବଲାଙ୍ଗିର ଜିଲ୍ଲା ଲୋହିଂସା ଦର୍ଲିପାଲି ଗାଁରେ ଶୌଚ ପାଇଁ ଯାଇଥିବା ବେଳେ ବିରଞ୍ଚି ସାହୁଙ୍କୁ ହାତୀ ଆକ୍ରମଣ କରିଥିଲା । ଯାହାଫଳରେ ଘଟଣାସ୍ଥଳରେ ବିରଞ୍ଚିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ