ଭୁବନେଶ୍ୱର(ଏଏନଏସ୍): ସମ୍ବାଦ ଅଫିସରେ ଇଓଡବ୍ଲୁ ର ଚଢାଉ । ଖବରକାଗଜ ଅଫିସରେ ୧୨ ଜଣିଆ ଟିମ୍ ପହଞ୍ଚିଛି । କର୍ମଚାରୀଙ୍କୁ ଋଣ ମାମଲାରେ ସମ୍ବାଦ ଖବରକାଗଜ ଅଫିସରେ ଯାଞ୍ଚ କରୁଛି ତଦନ୍ତକାରୀ ଟିମ୍ । ତେବେ ଏନେଇ ସମ୍ବାଦ କର୍ତୃପକ୍ଷ କି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁର ପ୍ରତିକ୍ରିୟା ମିଳିନାହିଁ । ସରକାର ପ୍ରତିଶୋଧ ପରାୟଣ ହୋଇ ଏଭଳି ପଦକ୍ଷେପ ନେଇଥିବାରୁ ନିନ୍ଦା କରିଛନ୍ତି ବିରୋଧୀ । ଏନେଇ ଏବେ ସବୁ ଗଣମାଧ୍ୟମକୁ ଏକାଠି ହୋଇ ଲଢିବା ପାଇଁ ବିରୋଧୀ ଆହ୍ୱାନ ଦେଇଛନ୍ତି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍