You are currently viewing ଆଇଏଏସ ସ୍ତରରେ ଅଦଳବଦଳ

ଆଇଏଏସ ସ୍ତରରେ ଅଦଳବଦଳ

ଆଇଏଏସ ସ୍ତରରେ ଛୋଟ ଧରରଣ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଆର.କେ ଶର୍ମା ହୋଇଛନ୍ତିି କୃଷି ଉତ୍ପାଦନ କମିସନର । ସେହିପରି ଅନୁ ଗର୍ଗଙ୍କୁ ଜଳ ସମ୍ପଦ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରକ୍ତ ଦାୟିତ୍ୱ ଦିଆଯାଇଛି । ସୁରେନ୍ଦ୍ର କୁମାରଙ୍କୁ ଖଣି ଓ ଇସ୍ପାତ ସଚିବ, ସିଡ଼ିଏ ଚେୟାରମ୍ୟାନ ଭାବେ ଅତିରିକ୍ତ ଦାୟିତ୍ୱ ସେ ତୁଲାଇବେ । ଚିତ୍ରା ଅରୁମୁଗମ ହୋଇଛନ୍ତି ଶ୍ରମ ଓ ଇଏସଆଇ ବିଭାଗର ସଚିବ । ଏମଏସମଇ ସଚିବ ସତ୍ୟବ୍ରତ ସାହୁଙ୍କୁ ଗଣଶିକ୍ଷା ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।