ଭୁବନେଶ୍ୱର, ରାଜ୍ୟର ବିଭିନ୍ନ ସ୍ଥାନରେ ଗୋଟିକ ପରେ ଗୋଟିଏ ନକଲି କାରଖାନା ଠାବ କରାଯାଉଛି । ଏହା ଜନସାଧାରଣଙ୍କ ସମେତ ପୋଲିସର ଚିନ୍ତାର କାରଣ ହୋଇଛି । ଗତକାଲି ଭୁବନେଶ୍ୱରର ମଞ୍ଚେଶ୍ୱରରୁ ନକଲି ମୃଦୁ ପାନୀୟ ଜବତ କରାଯାଇଥିଲା । ଚଢାଉ ପରେ ନକଲି ମୃଦୁ ପାନୀୟ ଫ୍ୟାକ୍ଟ୍ରିକୁ ସିଲ୍ କରିଥିଲା ପୋଲିସ । ତେବେ ଏନେଇ ଆଜି ଫ୍ୟାକ୍ଟ୍ରିର ମାଲିକକୁ ପୋଲିସ ଗିରଫ କରିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍