ଭୁବନେଶ୍ୱର, ଓଡ଼ିଆ କ୍ଷୁଦ୍ର ଫିଲ୍ମ ‘ପାଇକ ବିଦ୍ରୋହ’କୁ ମିଳିଛି ବଡ଼ ସଫଳତା । ଚଳିତବର୍ଷ ନବମ ମୁମ୍ବାଇ ଅନ୍ତର୍ଜାତୀୟ କ୍ଷୁଦ୍ର ଫିଲ୍ମ ମହୋତ୍ସବରେ ଏହି ଫିଲ୍ମ ସ୍ପେଶାଲ ଜୁରୀ ପୁରସ୍କାର ହାସଲ କରିଛି । ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଲାଭ କରିଥିବା ୧୮୧୭ର ପାଇକ ବିଦ୍ରୋହ ଉପରେ ଏହି ଫିଲ୍ମ ଆଧାରିତ ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ