ଝାରୁସୁଗୁଡ଼ା, ରାତିରେ ଶୋଇଥିବା ଅବସ୍ଥାରେ ଘରେ ନିଆଁ ଲାଗି ଘରର ୪ସଦସ୍ୟ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରରେ । ସୂଚନା ଥାଉକି, ଭୋର ୪ଟା ସମୟରେ ଘରେ ସମସ୍ତେ ଶୋଇଥିବା ସମୟରେ ହଠାତ୍ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା । ଫଳରେ ସମସ୍ତେ ଜୋରେ ଚିତ୍କାର କରିଥିଲେ । ପଡ଼ୋଶୀ ଚିତ୍କାର ଶୁଣି ଦୌଡ଼ି ଆସିଥିଲେ ଏବଂ ପୋଲିସ ଓ ଦମକଳବାହିନୀକୁ ଖବର ଦେଇଥିଲେ । ସେତେବେଳକୁ ଘରର ୪ସଦସ୍ୟଙ୍କ ଅବସ୍ଥା ଗୁରୁତର ହୋଇସାରିଥିଲା । ପୋଲିସ ତାଙ୍କୁ ଉଦ୍ଧାର କରି ହସ୍ପିଟାଲ ଫଠାଇଛି । କିନ୍ତୁ ଏ ପର୍ଯ୍ୟନ୍ତ ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ