You are currently viewing ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ

ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ

ବାରିପଦା (ଏଏନ୍ଏସ୍): ବାରିପଦା ମେଡିକାଲ କଲେଜର ତୃତୀୟ ମହଲା ପ୍ରସୂତୀ ବିଭାଗରେ ହଠାତ୍ ଭୟାବହ ନିଆଁ ଲାଗିଛି। ସର୍ଟସର୍କିଟ ଯୋଗୁଁ ଏହି ନିଆଁ ଲାଗିଥିବା ସୂଚନା ମିଳିଛି। ନିଆଁ ଲିଭାଇବାକୁ ବର୍ତ୍ତମାନ ଦମକଳବାହୀନି ନିୟୋଜିତ ହୋଇଛି। ICU ୱାର୍ଡରେ ଥିବା ରୋଗୀଙ୍କୁ ସ୍ଥାନାନ୍ତର କରାଯାଉଛି।

ଅନ୍ୟମାନଙ୍କୁ ଜଣାନ୍ତୁ।