forest

ସାରକୁଣ୍ଡା ଜଙ୍ଗଲରେ ନିଆଁ: ବହୁ ମୂଲ୍ୟବାନ ଗଛ ପୋଡି ପାଉଁଶ 

  • Post category:ଓଡିଶା
  • Reading time:1 mins read

ଏଏନଏସ: ରାଜ୍ୟରେ ଥମୁନି ଜଙ୍ଗଲ ନିଆଁ। ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଓଡ଼ିଶାରେ ଜଙ୍ଗଲ ପ୍ରତି ବିପଦ ସୃଷ୍ଟି ହୋଇଛି। ଏବେ ସୁନ୍ଦରଗଡ ବରସୁଆଁ ବନାଞ୍ଚଳ ଅଧିନ ସାରକୁଣ୍ଡା ରିଜର୍ଭ ଫରେଷ୍ଟରେ ନିଆଁ ଲାଗିଛି। ନିଆଁ ଲାଗିବା ଫଳରେ ବହୁ ମୂଲ୍ୟବାନ ଗଛ ପୋଡି ପାଉଁଶ ହୋଇଯାଇଛି। ଜଙ୍ଗଲରେ ଥିବା ଗଛ ଲତା ସହିତ ଜୀବଜନ୍ତୁ ମଧ୍ୟ ବିପଦରେ ପଡିଛନ୍ତି। ଏଥିସହ ଜଙ୍ଗଲ ନିକଟରେ ଥିବା ଗାଁ ଗୁଡିକ ମଧ୍ୟ ଧୁଆଁମୟ ହୋଇଛି। ଦୁଇ ଦିନ ହେବ ଏହି ଜଙ୍ଗଲ ଜଳୁଥିବା କୁହାଯାଉଛି।

ଅନ୍ୟମାନଙ୍କୁ ଜଣାନ୍ତୁ।