ଦିଲ୍ଲୀ୦୯/୦୬, ଦିଲ୍ଲୀର ଅଗ୍ନିଶମବାହିନୀ ଜୀବନକୁ ବାଜିରେ ଲଗାଇ ୨୦ ନବଜାତ ଶିଶୁଙ୍କ ଜୀବନକୁ ବଞ୍ଚାଇଦେଇଛନ୍ତି । ଦିଲ୍ଲୀର ବୈଶାଳୀ ଅଞ୍ଚଳରେ ନ୍ୟୁ ବର୍ଣ୍ଣ ଚାଇଲ୍ଡ ଡାକ୍ତରଖାନାରେ ନିଆଁ ଲାଗିଯାଇଥିଲା । ଘଟଣାସ୍ଥଳରେ ଅଗ୍ନିଶମବାହିନୀର ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଭିତରେ ଥିବା ୨୦ ନବଜାତ ଶିଶୁଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି । ଦମକଳବାହିନୀର ୯ଟି ଗାଡି ନିଆଁ ଲିଭାଇବାରେ ନିୟୋଜିତ ରହିଥିଲେ । ଶୁକ୍ରବାର ସକାଳୁ ସକାଳୁ ଏହି ଘଟଣା ଦିଲ୍ଲୀରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଅଗ୍ନିଶମବାହିନୀର ସଠିକ ସମୟରେ ପଦକ୍ଷେପ କାରଣରୁ ଅନେକ ଜୀବନ ବଞ୍ଚିଯାଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍