ମାଲକାନଗିରି, ମାଲକାନଗିରି- ଛତିଶଗଡ ସୀମାନ୍ତରେ ପୁଣିଥରେ ଦେଖିବାକୁ ମିଳିଛି ଲାଲ୍ ବାହିନୀର ତାଣ୍ଡବ ଲୀଳା ।ସୁକୁମା ଜିଲ୍ଲା ଅନ୍ତର୍ଗତ ଏରାବୋର ଗାଁରେ ଥିବା ବିଏସଏନଏଲ ମୋବାଇଲ ଟାୱାରକୁ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି ଲାଲ୍ ବାହିନୀ । ସୂଚନା ମୁତାବକ, ପ୍ରାୟ ୧୫ଜଣ ସଶସ୍ତ୍ର ନକ୍ସଲ ଏରାବୋର ଗାଁରେ ପହଞ୍ଚି ମୋବାଇଲ ଟାୱାରକୁ ଧ୍ବଂସ କରିବା ସହ ରାଜରାସ୍ତା ଉପରେ ପଥର ଓ ମାଓ ପୋଷ୍ଟର ରଖି ରାସ୍ତା ଅବରୋଧ କରିଥିଲେ । ତେବେ ଆଜି ସକାଳେ ସିଆରପିଏଫ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ରାସ୍ତା ଅବରୋଧକୁ ହଟାଇଛନ୍ତି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ