ରାଉରକେଲା, ଗତକାଲି ବିଳମ୍ବିତ ରାତିରେ ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି । ପ୍ଲାଣ୍ଟର ଏସଏମଏସ୍-୨ର କଣ୍ଟ୍ରୋଲ ରୁମରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ରହିଛିା ଫଳରେ କଣ୍ଟ୍ରୋଲ ରୁମର ଅନେକ ଯନ୍ତ୍ରପାତି, ବିଦ୍ୟୁତ୍ ସରଞ୍ଜାମ ସବୁ ପୋଡି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏହି ଭୟଙ୍କର ଅଗ୍ନିକାଣ୍ଡର କାରଣ ଖୋଜିବାକୁ ୪ ଜଣ ସ୍ତରୀୟ କମିଟି ଗଠନ କରିଛନ୍ତି ଷ୍ଟିଲ ପ୍ଲାଣ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ