ବୌଦ୍ଧ, ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢ଼ିଚାଲିଛି । ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ନା ଧରୁନି । ଏହାରି ମଧ୍ୟରେ ଆଜି ରାଜ୍ୟରେ ୮ଜଣଙ୍କ ମୁଣ୍ଡ ନେଇଛି କରୋନା । ସେହି ମୃତକମାନଙ୍କ ମଧ୍ୟରେ ବୌଦ୍ଧ ଜିଲ୍ଲାର ଜଣେ ଅଛନ୍ତି । ସେ ହେଉଛନ୍ତି ଜଣେ ୬୫ବର୍ଷିୟ ମହିଳା । ତେବେ ବୌଦ୍ଧ ଜିଲ୍ଲା ଏହା ହେଉଛି ପ୍ରଥମ କରୋନା ଜନିତ ମୃତ୍ୟୁ । ସୂଚନାଥାଉକି, ରାଜ୍ୟରେ ପ୍ରାୟ ସବୁ ଜିଲ୍ଲାରୁ କରୋନା ମୁଣ୍ଡ ନେଇଥିବାବେଳେ, ଦେବଗଡ଼ ଓ ନୂଆପଡ଼ା ଜିଲ୍ଲାରେ ଏପର୍ଯ୍ୟନ୍ତ କରୋନାରେ କାହାରି ମୃତ୍ୟୁ ହୋଇନାହିଁ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ