ଭୁବନେଶ୍ୱର, ବିଜେଡିରୁ ନିଲମ୍ବିତ ହେଲେ ଜୀବନ ପ୍ରଦୀପ ଦାସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ବିଜେଡ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସଙ୍କୁ ସସପେଣ୍ଡ କରାଯାଇଛି । ଶ୍ରୀ ଦାସ ବାଲେଶ୍ୱର ସଦର ଆସନରୁ ୨୦୦୯ ଓ ୨୦୧୪ ମସିହାରେ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସୂଚନାଯୋଗ୍ୟ, ଶ୍ରୀ ଦାସ ବିଜେପି ଛାଡ଼ି ୨୦୦୯ ନିର୍ବାଚନ ପୂର୍ବରୁ ବିଜେଡିରେ ସାମିଲ ହୋଇଥିଲେ।
ହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପଜାଣନ୍ତୁ ବିଲେଇ ଘରେ ମରିବା ଶୁଭ ନା ଅଶୁଭANS NEWS SUPERFAST [email protected]ଗୋଟେ ଲିମିଟ୍ ଠାରୁ ଅଧିକ ଲୁଣ ସାଜିପାରେ ମୃତ୍ୟୁର କାରଣରାମ ନବମୀ ମହୋତ୍ସବ ପାଇଁ ରାଫିଡ ଆସ୍କନ ଫୋର୍ସର ଫ୍ଲାଗମାର୍ଚ୍ଚ