ରାଜ୍ୟରେ ଆଜି ୧୪୭୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୪୭୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୧୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୦,୧୧୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.