ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୫୪୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୯୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୫୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
![You are currently viewing ରାଜ୍ୟରେ ଆଜି ୧୫୪୭ ପଜିଟିଭ୍ ଚିହ୍ନଟ](https://ansodia.in/wp-content/uploads/2020/10/77828098.jpg)