ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୬୯୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୯୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୦୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୯,୫୮୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ