You are currently viewing ରାଜ୍ୟରେ ଆଜି ୧୯୮ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଜି ୧୯୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ୧୯୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୬୯୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।