ଭୁବନେଶ୍ୱର, ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ସର୍ବାଧିକ ୨୨୪୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୯୦ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୨୯୪ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ