You are currently viewing ଆଜି ୨୯୪୯ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ୨୯୪୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ୨୯୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୨୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୩ ଜଣ ଚିହ୍ନଟ ହୋଇଛନ୍ତି ।  ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୪୭୯ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଆଜି କଟକରୁ ସର୍ବାଧିକ ୫୮୯ ଜଣ ବାହାରିଥିବା ବେଳେ ଭୁବନେଶ୍ୱରୁ ୪୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 

ଅନ୍ୟମାନଙ୍କୁ ଜଣାନ୍ତୁ।