ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୧୪୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୨୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୧୯ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୪,୧୪୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ