ଭୁବନେଶ୍ୱର, ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୬୧ ଓ ସ୍ଥାନୀୟ ଅଞ୍ଚଳରୁ ୧୩୦୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୬୭୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା