You are currently viewing ଆଜି ୩୪୯୦ ପଜିଟିଭ୍ ଚିହ୍ନଟ

ଆଜି ୩୪୯୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୪୯୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୯୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୯୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୩୧,୩୮୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।