ଭୁବନେଶ୍ୱର, ରାଜ୍ୟରେ ୩୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୨୧୫ ଜଣ କ୍ୱାରେଣ୍ଟାଇନ୍, ବାକି ୧୬୨ଟି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା