ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୭୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୧୦୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଅନୁଗୁଳରୁ ସର୍ବାଧିକ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚ