You are currently viewing ୩୦ ଜିଲ୍ଲାରୁ ୪୦୨୮ କରୋନା ଆକ୍ରାନ୍ତ ଚିହ୍ନଟ

୩୦ ଜିଲ୍ଲାରୁ ୪୦୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟର ୩୦ ଜିଲ୍ଲାରୁ ୪୦୨୮କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୨ସଙ୍ଗରୋଧ କେନ୍ଦ୍ରରୁ ଓ ୧୭୪୬ ସ୍ଥାନୀୟ ଅଞ୍ଚଳରୁ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୦୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।