ରାଜ୍ୟରେ ଆଜି ୪୧୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି  ୩୦ ଜିଲ୍ଲାରୁ ୪୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୭୭ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.