ଭୁବନେଶ୍ୱର, ଆଜି ପୁଣି ୩୦ ଜିଲ୍ଲାରୁ ୪୨୪୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୦୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୩୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା