ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୪୮୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୫୮୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
![You are currently viewing ରାଜ୍ୟରେ ଆଜି ୪୮୦ ପଜିଟିଭ୍ ଚିହ୍ନଟ](https://ansodia.in/wp-content/uploads/2020/10/1140-corona-virus-image.imgcache.revb88abe28a5cc1b4259e7b51c97ef4873.jpg)
Computer image of a coronavirus