You are currently viewing ରାଜ୍ୟରେ ଆଜି ୫୫୦ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଜି ୫୫୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୫୫୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୩୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୭,୭୮୯ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଅନୁଗୁଳରୁ ସର୍ବାଧିକ ୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।