ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୬୪୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୭୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦,୦୫୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା