ଆଜି ରାଜ୍ୟରେ ୬୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୪୪୭ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୨୭ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ