ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୭୩୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୧୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୧୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୬,୦୦୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ