ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୭୪୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୧୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୯,୪୦୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଆଜିଠୁ ଯୁକ୍ତ ୨ ନାମଲେଖା ପ୍ରକ୍ରିୟା ଆରମ୍ଭଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାରଜେଇଙ୍କୁ ସଂଘବଦ୍ଧ ଆକ୍ରମଣଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]