ରାଜ୍ୟରେ ଆଜି ୭୫୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୭୫୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୨୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୨,୭୯୬ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଅନୁଗୁଳରୁ ସର୍ବାଧିକ ୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.