You are currently viewing ରାଜ୍ୟରେ ଆଜି ୯୮୭ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଜି ୯୮୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ୯୮୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୭୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୧୫  ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।