ଭୁବନେଶ୍ୱର, ଆଜିଠୁ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଦିନ ୧୧ଟାରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସେପ୍ଟେମ୍ବର ୪ ତାରିଖ ଯାଏଁ ଚାଲିବ । ଛାତ୍ରଛାତ୍ରୀ ୱେବସାଇଟରେ କମନ ଆପ୍ଲିକେସନ ଫର୍ମ ଜରିଆରେ ଅନଲାଇନ ଆବେଦନ କରୁଛନ୍ତି । www.Samsodisha.gov.in ୱେବସାଇଟରେ ଛାତ୍ରଛାତ୍ରୀମାନେ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି।
ANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶବଢ଼ୁଛି କରୋନା ସଂକ୍ରମଣ