ଭୁବନେଶ୍ୱର, ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଶାର ସବୁ ଆଦର୍ଶ ବିଦ୍ୟାଳୟରେ ଖୋଲିବ ବାଣିଜ୍ୟ ଷ୍ଟ୍ରିମ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଘରୋଇ ସ୍କୁଲ ଗୁଡିକରେ ଆର୍ଥିକ ଅନଗ୍ରସର ଶ୍ରେଣୀର ଛାତ୍ରଛାତ୍ରୀଙ୍କ ଲାଗି EWS କୋଟାରେ ଆଡ଼ମିଶନ ଅନଲାଇନରେ କରାଯିବ । ଯାହାଦ୍ୱାରା ସ୍ୱଚ୍ଛତା ରହିପାରିବ । କିଛି ସ୍ଥାନରୁ ଆଡ଼ମିଶନ ସମ୍ପର୍କିତ ଅନିୟମିତତା ଆସିବା ପରେ ଏହି ନିଷ୍ପତ୍ତି ହୋଇଛି । ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ଏହାକୁ ଲୋକାର୍ପିତ କରିବେ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍