ଭୁବନେଶ୍ୱର, ଆସନ୍ତା କାଲି ଠାରୁ ବିଧାନସଭାରେ ଆରମ୍ଭ ହେବାକୁ ଯାଉଛି ମୌସୁମୀ ଅଧିବେଶନ। ଏଥିନିମନ୍ତେ ସଦସ୍ୟ ମାନଙ୍କ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ପ୍ରଥମେ ସମସ୍ତ ସଦସ୍ୟଙ୍କ କରୋନା ପରୀକ୍ଷା କରାଯାଇଥିଲା। ପରେ ଯେଉଁମାନଙ୍କ ରିପୋର୍ଟ ନେଗେଟିଭ ଆସିଛି, ସେଇ ମାନଙ୍କୁ ଭିତରକୁ ଯିବାକୁ ଅନୁମତି ରହିଛି। ସେପଟେ ବିଧାନସଭା ଭିତରେ ସଦସ୍ୟମାନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନଜରରେ ରଖି ଗ୍ଲାସ୍ ପାନେଲ୍ କରାଯାଇଛି। ସମସ୍ତେ ସାମାଜିକ ଦୂରତା ରକ୍ଷା କରିବା ସହ କୋଭିଡ୍ କଟକଣାକୁ ମାନିବାକୁ ସୂଚନା ଦିଆଯାଇଛି।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ