ଭୁବନେଶ୍ୱର, ଆଜି ପ୍ରାୟ ୧କୋଟି ଟଙ୍କାର ଗଞ୍ଜେଇ ରାଜଧାନୀରୁ ଜବତ ହୋଇଥିବା ସୂଚନା ମିଳିଛି । ଏହାକୁ ଜବତ କରିଛନ୍ତିି ଅବକାରୀ ବିଭାଗ। ସୂଚନା ଅନୁସାରେ, ଭୋର ସମୟରେ ଏକ ବୋଲେରୋ ଯୋଗେ ବିପୁଳ ପରିମାଣରେ ଗଞ୍ଜେଇ ଚାଲାଣ ହେଉଥିଲା। କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରିଥିଲା। ଉକ୍ତ ସମୟରେ ଆନୁମାନିକ ମୂଲ୍ୟ ପ୍ରାୟ ୧କୋଟି ଟଙ୍କାର ଗଞ୍ଜେଇ ଜବତ କରିବା ସହ ସେଥିରେ ଲିପ୍ତ ଥିବା ଜଣେ ଅଭିଯୁକ୍ତକୁ ଗିରଫ କରିଛି ବୋଲି ସୂଚନାରୁ ଜଣାପଡିଛି।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି