କୋରାପୁଟ, ରାଜ୍ୟରେ ଦିନକୁ ଦିନ ଗଞ୍ଜେଇ ବ୍ୟବସାୟ ବୃଦ୍ଧି ଘଟୁଥିବା ଦେଖିବାକୁ ମିଳୁଛି । ପ୍ରାୟ ଅନେକାଂଶ ସ୍ଥାନରୁ ଗଞ୍ଜେଇ ଚାଲାଣ ହେଉଥିବା ନଜରକୁ ଆସୁଛି । ଏହାରି ମଧ୍ୟରେ କୋରାପୁଟ ଜିଲ୍ଲା ଲମତାପୁଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ଜବତ ଗଞ୍ଜେଇର ପରିମାଣ ପ୍ରାୟ ୫୦ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଜଲାପୁଟ ଅଞ୍ଚଳରୁ ଜୟପୁର ଚାଲାଣ ବେଳେ ଗଞ୍ଜେଇ ଜବତ କରିଛି ଲମତାପୁଟ ପୋଲିସ ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ