ରାଉରକେଲା ଇସ୍ପାତ କାରଖାନାରେ ଗ୍ୟାସ ଲିକ୍, 2ମୃତ

ରାଉରକେଲା, ରାଉରକେଲା ଇସ୍ପାତ କାରଖାନା କୋଲ କେମିକାଲ ବିଭାଗରେ ମରାମତି କାମ ଚାଲିଥିବା ବେଳେ ଘଟିଛି ଅଘଟଣ। ମରାମତି ସମୟରେ ଗ୍ୟାସ ଲିକ ହେବାରୁ ଘଟଣାସ୍ଥଳରେ କାମ କରୁଥିବା 10 ଜଣ ଆରଏସପି କର୍ମଚାରୀ ଅସୁସ୍ଥ ହୋଇଛନ୍ତି  । ଏମାନଙ୍କ ମଧ୍ୟରୁ 2 ଜଣଙ୍କ ମୃତ୍ୟ ଘଟିଛି  । ଗୁରୁତରଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆରଏସପିର ବରିଷ୍ଠ ଅଧିକାରୀ, ସୁରକ୍ଷା ବିଭାଗର ଅଧିକାରୀ ପହଞ୍ଚି ଘଟଣା ତଦନ୍ତ ଆରମ୍ଭ କରିଛନ୍ତି ।

Leave A Reply

Your email address will not be published.